Odia News Portal
Browsing Tag

weather condition in odisha

ମାର୍ଚ୍ଚ ରୁ ମେ’ ରାଜ୍ୟରେ ଭୀଷଣ ତାତି

ଭୁବନେଶ୍ବର: ଫେବୃଆରୀ ଶେଷ ନହେଉଣୁ ରାଜ୍ୟରେ ଆରମ୍ଭ ହୋଇଯାଇଛି ଭୀଷଣ ତାତି । ମାର୍ଚ୍ଚ ପହିଲା ବେଳକୁ ୪୦ ଡିଗ୍ରୀ ଉପରେ ବିଭିନ୍ନ ସହରର ତାପମାତ୍ରା । ତେବେ lଖାଲି ଓଡ଼ିଶା ନୁହେଁ, ଓଡ଼ିଶା ସୀମାରେ ଥିବା ଛତିଶଗଡ଼ ଏବଂ ଆନ୍ଧ୍ରପ୍ରଦେଶରେ ମଧ୍ୟ ତାତି ଅସହ୍ୟ ହେବ । ଏହ ସହ କୋଙ୍କଣ ଗୋଆ ଓ…

ମାର୍ଚ୍ଚ ପହିଲାରୁ ସକାଳୁଆ ସ୍କୁଲ୍

ଫେବ୍ରୁଆରି ଆରମ୍ଭ ରାଜ୍ୟରେ ଅସହ୍ୟ ଗରମ ।ରାଜଧାନୀ ଭୁବନେଶ୍ଵର ପାଲଟିଛି ଦେଶର ସବୁଠାରୁ ଉତ୍ତପ୍ତ ସହର ପାଲଟିଛି। ଅନ୍ୟ ସହରଗୁଡ଼ିକର ତାପମାତ୍ରା ବି ଅନୁରୂପ ଭାବେ ବଢ଼ି ଚାଲିଛି । ଆଗକୁ ସ୍ଥିତି ଆହୁରି ବିଗିଡ଼ିବାର ଆଶଙ୍କା ଥିବା ନେଇ ପାଣିପାଗ ବିଭାଗ ଓ ସ୍ବତନ୍ତ୍ର ରିଲିଫ୍‌…

ଜଳୁଛି ରାଜଧାନୀ: ୪୦ ଡିଗ୍ରୀ ଛୁଇଁବ ପାରଦ !

ଭୁବନେଶ୍ୱର: ଲଗାତାର ଦୁଇଦିନ ହେବ ରାଜଧାନୀ ଭୁବନେଶ୍ଵର ରାଜ୍ୟର ସବୁଠୁ ଉତ୍ତପ୍ତ ସହର ପାଲଟିଛି । ଭୁବନେଶ୍ୱର ସର୍ବୋଚ୍ଚ ତାପମାତ୍ରା ୩୯.୪ ଡିଗ୍ରୀ ସେଲସିୟସ୍‌ରେ ଆସି ପହଞ୍ଚିଛି । ତେବେ ପାଣିପାଗ ବିଭାଗ ଅନୁମାନ ଲଗାଇଛି ଯେ, ଆଗକୁ ତାପମାତ୍ରା ଆହୁରି ବୃଦ୍ଧି ପାଇବ । ୨/୩ ଦିନ…

ବଢ଼ିବ ତାପମାତ୍ରା, ଜଳିବ ରାଜଧାନୀ

ଭୁବନେଶ୍ବର: ରାଜ୍ୟରେ ବଢ଼ିବ ତାପମାତ୍ରା । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କିଛି ଜିଲ୍ଲାରେ ସ୍ୱାଭାବିକଠାରୁ ୨-୩ ଡିଗ୍ରୀ ତାପମାତ୍ରା କମିଥିବା ବେଳେ ଆଗାମୀ ଦୁଇ ଦିନ ପର୍ଯ୍ୟନ୍ତ ଏଭଳି ପାଗ ରହିବ ବୋଲି ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି । ତେବେ ପାଣିପାଗ…

ରାଜ୍ୟରେ ଘନ କୁହୁଡି ସମ୍ଭାବନା

ଭୁବନେଶ୍ବର: ଶୁକ୍ରବାର କନ୍ଧମାଳ, ଅନୁଗୁଳ, ବୌଦ୍ଧ, ନୟାଗଡ଼, କଟକ, ଖୋର୍ଦ୍ଧା, ପୁରୀ ଆଦି ଜିଲ୍ଲାରେ ଘନ କୁହୁଡିର ଆସ୍ତରଣ ଦେଖାଦେଇଛି । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏନେଇ ପୂର୍ବ ସୂଚନା ପ୍ରଦାନ କରା ଯାଇଥିଲା। ତେବେ ଏହି ଜିଲ୍ଲାଗୁଡ଼ିକୁ ସତର୍କ ସୂଚନା ଜାରି…