Odia News Portal
Browsing Tag

weather forecast

ମାର୍ଚ୍ଚ ପହିଲାରୁ ସକାଳୁଆ ସ୍କୁଲ୍

ଫେବ୍ରୁଆରି ଆରମ୍ଭ ରାଜ୍ୟରେ ଅସହ୍ୟ ଗରମ ।ରାଜଧାନୀ ଭୁବନେଶ୍ଵର ପାଲଟିଛି ଦେଶର ସବୁଠାରୁ ଉତ୍ତପ୍ତ ସହର ପାଲଟିଛି। ଅନ୍ୟ ସହରଗୁଡ଼ିକର ତାପମାତ୍ରା ବି ଅନୁରୂପ ଭାବେ ବଢ଼ି ଚାଲିଛି । ଆଗକୁ ସ୍ଥିତି ଆହୁରି ବିଗିଡ଼ିବାର ଆଶଙ୍କା ଥିବା ନେଇ ପାଣିପାଗ ବିଭାଗ ଓ ସ୍ବତନ୍ତ୍ର ରିଲିଫ୍‌…

ରାଜ୍ୟରେ ଘନ କୁହୁଡି ସମ୍ଭାବନା

ଭୁବନେଶ୍ବର: ଶୁକ୍ରବାର କନ୍ଧମାଳ, ଅନୁଗୁଳ, ବୌଦ୍ଧ, ନୟାଗଡ଼, କଟକ, ଖୋର୍ଦ୍ଧା, ପୁରୀ ଆଦି ଜିଲ୍ଲାରେ ଘନ କୁହୁଡିର ଆସ୍ତରଣ ଦେଖାଦେଇଛି । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏନେଇ ପୂର୍ବ ସୂଚନା ପ୍ରଦାନ କରା ଯାଇଥିଲା। ତେବେ ଏହି ଜିଲ୍ଲାଗୁଡ଼ିକୁ ସତର୍କ ସୂଚନା ଜାରି…

ଲଘୁଚାପ ବର୍ଷା ସମ୍ଭାବନା

ଦକ୍ଷିଣ ପୂର୍ବ ବଙ୍ଗୋପ ସାଗରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଓଡିଶାରେ ବର୍ଷା ସମ୍ଭାବନା ଦେଖାଦେଇଛି । ଯଦିଓ ଲଘୁଚାପ ଚେନ୍ନାଇ ଆଡକୁ ମୁହାଁଇଛି ତଥାପି ଏହାର ପ୍ରଭାବରେ ଅସନ୍ତା ୧୫ ତାରିଖରେ ଦକ୍ଷିଣ ଓଡିଶାର କୋରାପୁଟ, ନବରଙ୍ଗପୁର, ଜୟପୁର ଓ କନ୍ଧମାଳ ଜିଲ୍ଲାର ଆଭ୍ୟନ୍ତରୀଣ ଅଂଚଳରେ…

ଉପକୂଳ ଅଂଚଳରେ ବର୍ଷ। ସମ୍ଭାବନା

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କିଛି ସ୍ଥାନରେ ହୋଇପାରେ। ଏନେଇ ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ବିଶେଷ କରି ଉପକୂଳ ଓଡ଼ିଶାର କିଛି ଅଞ୍ଚଳରେ ବର୍ଷା ହୋଇପାରେ ବୋଲି ବିଭାଗ ପକ୍ଷରୁ କୁହାଯାଇଛି।ଗତକାଲି ମଧ୍ୟ ରାଜ୍ୟର କିଛି ଅଞ୍ଚଳରେ ବର୍ଷା ହୋଇଥିବା ସୂଚନା ମିଳିଛି।