ଅବପାତ ରୂପ ନେବ ଲଘୁଚାପ, ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷାର ସମ୍ଭାବନା
ସୋମବାର ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ଅତି ଭୀଷଣ ବର୍ଷା ହୋଇପାରେ । କୋରାପୁଟ, ମାଲକାନଗିରି ଓ ନବରଙ୍ଗପୁରର ବିକ୍ଷିପ୍ତ ସ୍ଥାନରେ ଭୀଷଣରୁ ଅତି ଭୀଷଣ ବର୍ଷା ହେବ ବୋଲି ପାଣିପାଗ ବିଭାଗ ସତର୍କ କରାଇଛି । ଏହି ତିନି ଜିଲ୍ଲା ପାଇଁ ରେଡ୍ ୱାର୍ଣ୍ଣିଂ ଜାରି କରିଛି ।
ପଶ୍ଚିମ କେନ୍ଦ୍ରୀୟ…