୭ ତାରିଖ ଯାଏଁ ଏହିସବୁ ଜିଲ୍ଲାରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ଆସନ୍ତା ୪ ଦିନ ତଥା ୭ ତାରିଖ ପର୍ଯ୍ୟନ୍ତ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହୋଇପାରେ। ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, ଗଜପତି ଜିଲ୍ଲାର ଅଧିକାଂଶ ସ୍ଥାନରେ ବର୍ଷା ହେବ। ଏଥିସହ ଗଞ୍ଜାମ, କନ୍ଧମାଳ, କଳାହାଣ୍ଡି ଓ ନୂଆପଡ଼ାର!-->…