Odia News Portal
Browsing Tag

weather report

ଲଘୁଚାପ ପ୍ରଭାବରେ ଏହିସବୁ ଜିଲ୍ଲାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର: ପୁଣି ଫେରିଛି ମୌସୁମୀ । ରାଜ୍ୟର କିଛି ସ୍ଥାନରେ ପୁଣି ଆରମ୍ଭ ହୋଇଛି ବର୍ଷା । ଅଧିକାଂଶ ସ୍ଥାନରେ କୋହଲା ପାଗ ମଧ୍ୟ ଦେଖିବାକୁ ମିଳିଛି । ଦକ୍ଷିଣପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି । ଓଡ଼ିଶା ଉପରେ ଏହାର ସିଧା ପ୍ରଭାନ ନଥିଲେ ବି ଆଂଶିକ ପ୍ରଭାବ ପଡ଼ିବ । ୫ଦିନ…

ପୁଣି ଏହିସବୁ ଜିଲ୍ଲାରେ ୩ଦିନ ପ୍ରବଳ ବର୍ଷିବ

ଭୁବନେଶ୍ୱର: ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଗୁରୁବାର ସୁଦ୍ଧା ଲଘୁଚାପର ରୂପ ନେବା ସମ୍ଭାବନା ରହିଛି । ଏହା ସମୂଦ୍ର ପତନରୁ ୧.୫ କିମି ଯାଏ ବାୟୁ ମଣ୍ଡଳରେ ସକ୍ରିୟ ରହିଛି । ପ୍ରଭାବରେ ଓଡ଼ିଶା ସମେତ ଦକ୍ଷିଣ ଭାରତର ଏକାଧିକ ରାଜ୍ୟରେ ଲଗାଣ ବର୍ଷା ହେବା…

ବହୁତ ଭିଜିଲା, ଏଥର ଜାଡ଼ିବ

ଭୁବନେଶ୍ୱର: ସରି ସରି ଯାଉଛି ବର୍ଷା ଦିନ । ଅକ୍ଟୋବର ୨୩ ସୁଦ୍ଧା ରାଜ୍ୟରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୂ ବିଦାୟ ନେଇଯିବ । ଏଣୁ ଆଉ ରାଜ୍ୟରେ ବର୍ଷା ସମ୍ଭାବନା ନାହିଁ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ୨୧ ତାରିଖ ଠାରୁ ରାଜ୍ୟରେ ପାଗ ଶୁଖିଲା ରହିବ । ତେବେ…

ଏହିସବୁ ଜିଲ୍ଲାରେ ପ୍ରବଳ କୁଟିବ

ଭୁବନେଶ୍ୱର: ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ  ଜାରି କରିଛି । ଭଦ୍ରକ, କେନ୍ଦ୍ରାପଡା, ଜଗତସିଂହପୁର, ସୁନ୍ଦରଗଡ, କେନ୍ଦୁଝର, ଦେବଗଡ, ଯାଜପୁର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିଭଳି ଘଡଘଡି ଓ ବଜ୍ରପାତ ନେଇ ୧୭ ଜିଲ୍ଲାକୁ ସତର୍କ ସୂଚନା…

ଆସନ୍ତା ୪ ଦିନ ଯାଏଁ ସାରା ରାଜ୍ୟରେ ବର୍ଷା

ଭୁବନେଶ୍ୱର : ଲଘୁଚାପ ପ୍ରଭାବରେ ରାଜ୍ୟରେ ଆସନ୍ତା ୪ ଦିନ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ । ବିଶେଷ କରି ଉପକୂଳ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି । ଏବେ ଲଘୁଚାପ ଆନ୍ଧ୍ରର ଉତ୍ତର ଉପକୂଳ ଓ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ରହିଛି । ଆସନ୍ତା ୨୪…

୮ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ରାଜ୍ୟ ତଥା ଦେଶରେ ଦକ୍ଷିଣ-ପୂର୍ବ ମୌସୁମୀ ବାୟୁ ଫେରିବା ପ୍ରକ୍ରିୟା ଜାରି ରହିଛି । ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଜାରି ରହିଛି । ବିଶେଷ କରି ଗଞ୍ଜାମ ଜିଲ୍ଲାର ବ୍ରହ୍ମପୁର, ଗୋପାଳପୁର, ଦିଗପହଣ୍ଡି,ଛତ୍ରପୁର,…

ଆସନ୍ତା ତିନି ଦିନ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର: ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ପ୍ରଭାବରେ ଆଜି ଉପକୂଳ ଓଡ଼ିଶାରେ ଅଧିକାଂଶ ଜିଲ୍ଲାରେ ଘଡଘଡି ସହ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। ସେହିପରି ଆଭ୍ୟନ୍ତରୀଣ ଓଡିଶାର କିଛି ସ୍ଥାନରେ ସାମାନ୍ୟ ବର୍ଷା ହେବାର ପୂର୍ବାନୁମାନ କରାଯାଇଛି। ପାଣିପାଗ ବିଭାଗ ପକ୍ଷରୁ ୩ଦିନ…

ଆଗାମୀ ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷିବ, ଜାଣନ୍ତୁ କେଉଁ ସବୁ ଜିଲ୍ଲାରେ

ଭୁବନେଶ୍ୱର: ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇଛି । ଆଗାମୀ ୨୪ ଘଣ୍ଟାରେ ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରି ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ର ଉପକୂଳ ହେବ ସମ୍ଭାବନା ରହିଛି । ଏହାର ପ୍ରଭାବରେ ୧୬ ଓ ୧୭ ତାରିଖ ଦୁଇ ଦିନ ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳ…

ଆଜି ଏହିସବୁ ଜିଲ୍ଲାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଲୁଚକାଳି ଖେଳୁଛି ବର୍ଷା । ଓଡ଼ିଶାରୁ ମୌସୁମୀ ପ୍ରତ୍ୟାବର୍ତ୍ତନ ଆରମ୍ଭ ହୋଇଯାଇଥିବା ବେଳେ ଆଜି ମଧ୍ୟ କିଛି କିଛି ସ୍ଥାନରୁ ଫେରିଛି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ । ମୋଟ୍ ଉପରେ ଓଡ଼ିଶାର ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, ସମ୍ବଲପୁର, ବରଗଡ଼, ବଲାଙ୍ଗୀର, ସୋନପୁର, ନୂଆପଡ଼ା,…

ଏହି ୭ ଜିଲ୍ଲାରେ ବର୍ଷା ସହ ଘଡ଼ଘଡ଼ି ସମ୍ଭାବନା

ଭୁବନେଶ୍ୱର: ରାଜ୍ୟରୁ ଦକ୍ଷିଣ- ପଶ୍ଚିମ ମୌସୁମୀ ବାୟୁର ପ୍ରତ୍ୟାବର୍ତ୍ତନ ପ୍ରକ୍ରିୟା ଆରମ୍ଭ ହୋଇଛି। ଏ ସ୍ଥିତିରେ ଉତ୍ତର ଆଣ୍ଡାମାନ ସାଗର ଏବଂ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହୋଇଥିବା ସାଇକ୍ଲୋନିକ୍ ପ୍ରବାହ ଏବେ ବି ଜାରି ରହିଛି। ଏହା ବର୍ତ୍ତମାନ ସମୁଦ୍ର ପତ୍ତନଠାରୁ ୫.୮…