ଏହି ୭ ଜିଲ୍ଲାରେ ବର୍ଷା ସହ ଘଡ଼ଘଡ଼ି ସମ୍ଭାବନା
ଭୁବନେଶ୍ୱର: ରାଜ୍ୟରୁ ଦକ୍ଷିଣ- ପଶ୍ଚିମ ମୌସୁମୀ ବାୟୁର ପ୍ରତ୍ୟାବର୍ତ୍ତନ ପ୍ରକ୍ରିୟା ଆରମ୍ଭ ହୋଇଛି। ଏ ସ୍ଥିତିରେ ଉତ୍ତର ଆଣ୍ଡାମାନ ସାଗର ଏବଂ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହୋଇଥିବା ସାଇକ୍ଲୋନିକ୍ ପ୍ରବାହ ଏବେ ବି ଜାରି ରହିଛି। ଏହା ବର୍ତ୍ତମାନ ସମୁଦ୍ର ପତ୍ତନଠାରୁ ୫.୮!-->…