ଏହି ସବୁ ଜିଲ୍ଲାରେ ପ୍ରବଳ ବର୍ଷିବ
ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ କିଛି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି । କୋରାପୁଟ, ମାଲକାନଗିରି, ରାୟଗଡା, ଗଜପତି, ଗଞ୍ଜାମ ଓ ପୁରୀ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି । ସେପଟେମ୍ବର ୬ରୁ ୭ ତାରିଖ ମଧ୍ୟରେ!-->…