ପ୍ରବଳ ବର୍ଷା ନେଇ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର: କିଛଦିନର ବିରତି ପରେ ପୁଣି ବର୍ଷିବ । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୫ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଥିବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି । କୋରାପୁଟ, ମାଲକାନଗିରି, ଗଜପତି, ନବରଙ୍ଗପୁର, ରାୟଗଡ଼ା ଆଦି ଜିଲ୍ଲାର ଗୋଟିଏ!-->…