ଆଜିଠୁ ୩୦ଯାଏଁ ପ୍ରବଳ ବର୍ଷିବ
ଭୁବନେଶ୍ୱର: ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର । ୨୪ ଘଣ୍ଟା ଭିତରେ ଏହା ଅଧିକ ଘନୀଭୂତ ହୋଇ ୱେଲମାର୍କଡ ଲୋ-ପ୍ରେସରରେ ପରିଣତ ହେବ । ଆସନ୍ତା ୩ରୁ ୪ ଦିନ ମଧ୍ୟରେ ପଶ୍ଚିମ ଦିଗରେ ଗତି କରି ପଶ୍ଚିମବଙ୍ଗ, ଝାଡଖଣ୍ଡ ଏବଂ ବିହାର ଦେଇ ଅତିକ୍ରମ କରିବାର ସମ୍ଭାବନା ରହିଛି!-->…