୫ ଜିଲ୍ଲାରେ ପ୍ରବଳ ବର୍ଷିବ
ଭୁବନେଶ୍ୱର: ବଙ୍ଗୋସାଗରରେ ସୃଷ୍ଟି ହୋଇଥିବା ଟ୍ରପ ଲାଇନ୍ ସକ୍ରିୟ ଅଛି । ଏହା ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । କାଲି ସକାଳ ସୁଦ୍ଧା ଏହି ଜିଲ୍ଲାରେ ବର୍ଷା ସହ ବଜ୍ରପାତ ହେବାର ଆଶଙ୍କା!-->…