Odia News Portal
Browsing Tag

weather update

ଖରାରେ ସିଜୁଛି ଭୁବନେଶ୍ୱର

ରାଜ୍ୟରେ ଅସମ୍ଭାଳ ତାତି । ଆକାଶରୁ ବର୍ଷୁଛି ନିଆଁ । ଉପାନ୍ତରୁ ଉପକୂଳ ସବୁଠି ଉପରମୁହାଁ ପାରଦ । ଆଜିଠୁ ଆହୁରି ବଢ଼ିବ ତାପମାତ୍ରା । ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରୁ ଓଡ଼ିଶାକୁ ଗରମ ଏବଂ ଶୁଷ୍କ ବାୟୁ ପ୍ରବାହ ବଢ଼ିଛି। ଫଳରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ତାତି ବଢ଼ିଛି । ଆସନ୍ତା ୭ ଦିନ…

ରାଜ୍ୟରେ ବଢିବ ରାତି ତାପମାତ୍ରା, ଦୁଇ ଦିନ କୁହୁଡି

ରାଜ୍ୟରେ ଆସନ୍ତା ୨-୩ ଦିନ ମଧ୍ୟରେ ରାତିର ତାପମାତ୍ରା ବୃଦ୍ଧି ପାଇବ। ରାଜ୍ୟର ଅଧିକାଂଶ ସ୍ଥାନରେ ୩-୪ ଡିଗ୍ରୀ ପର୍ଯ୍ୟନ୍ତ ରାତିର ସର୍ବନିମ୍ନ ତାପମାତ୍ରା ବୃଦ୍ଧି ପାଇବ। ଏଥିଯୋଗୁଁ ଥଣ୍ଡା ଆହୁରି କମିବ। ଏଣେ ରାଜ୍ୟର ବିଭିନ୍ନ ସ୍ଥାନରେ କୁହୁଡ଼ି ପାଇଁ ବର୍ତ୍ତମାନ ପାଗ ଅନୁକୁଳ ରହୁଛି।…

ବଢୁଛି ତାପମାତ୍ରା, ୮ ସହରରେ ୩୬ ଡିଗ୍ରୀ ଅତିକ୍ରମ

ଫେବୃଆରୀ ଦ୍ବିତୀୟ ସପ୍ତାହରେ ଭୁବନେଶ୍ବରର ପାରଦ ୩୭ ଡିଗ୍ରୀ ଟପିଛି। ରାଜଧାନୀରେ ସର୍ବାଧିକ ତାପମାତ୍ରା ୩୭.୪ ଡିଗ୍ରୀ ରେକର୍ଡ଼ ହୋଇଛି। ଯାହା ସ୍ବାଭାବିକରୁ ଅଧିକ। ରାଜ୍ୟରେ ଫେବୃଆରୀରୁ ଯେଉଁଭଳି ଗ୍ରୀଷ୍ମ ଅନୁଭୂତ ହେଲାଣି ହୁଏତ ଏହା ପୂର୍ବବର୍ଷ ଗୁଡିକର ରେକର୍ଡ ଭାଙ୍ଗିବ। ଆଗକୁ…

ରାଜ୍ୟର ବିଭିନ୍ନ ସ୍ଥାନରେ ରାତି ତାପମାତ୍ରା ହ୍ରାସ, ଜି. ଉଦୟଗିରି ଥଣ୍ଡା ସହର

କିଛି ଦିନ ପରେ ରାଜ୍ୟରେ ପୁଣି ପ୍ରବଳ ଶୀତ ଅନୁଭୂତ ହେଉଛି । କିଛି ଦିନ ହେବ ବିଭିନ୍ନ ସ୍ଥାନରେ ତାପମାତ୍ରା ହ୍ରାସ ପାଇବାରେ ଲାଗିଛି । ଫଳରେ ପୂର୍ବ ଅପେକ୍ଷା ଅଧିକାଂଶ ସ୍ଥାନରେ ଥଣ୍ଡା ଅନୁଭୂତ ହେଉଛି। ଉତ୍ତରା ପବନ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପାରଦ ତଳ ମୁହାଁ ରହିଛି। ପ୍ରଥମ…

ଆଜି ଓଡିଶାରେ ପ୍ରବଳ ବର୍ଷା

୧୫ ପର୍ୟ୍ୟନ୍ତ ଓଡିଶାରେ ଜାରି ରହିବ ବର୍ଷା । ନିମ୍ନ ଚାପ ରେଖା ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ କୁଆପଥର ମାଡ଼ ସହିତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ୧୫ତାରିଖ ସକାଳ ପର୍ୟ୍ୟନ୍ତ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ହେବ । ଏଥିପାଇଁ ଜଗତସିଂହପୁର, କଟକ, ନୟାଗଡ଼, ଖୋର୍ଦ୍ଧା…