Odia News Portal
Browsing Tag

weather

ଆସନ୍ତା ୭ରେ ଲଘୁଚାପ

ଆସନ୍ତା ୭ରେ ଲଘୁଚାପ ସମ୍ଭାବନା । ଆସନ୍ତା ୬ ତାରିଖରେ ଦକ୍ଷିଣ ଆଣ୍ଡାମାନ ସାଗର ଓ ସଂଲଗ୍ନବର୍ତ୍ତୀ ଅଞ୍ଚଳର ଉପରିଭାଗରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟିର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ଭିତରେ ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ । ଏନେଇ…

କାଲିଠାରୁ ବଢିବ ଜାଡ,ଥରିବ ଓଡିଶା

କାଲିଠୁ ବଢିବ ଶୀତ ଶୀତ ଲହରୀ । ଥରିବ ଓଡ଼ିଶା । ଓଡ଼ିଶା ମଧ୍ୟକୁ ଉତ୍ତର-ପଶ୍ଚିମ ଦିଗରୁ ଥଣ୍ଡା ଓ ଶୁଷ୍କ ବାୟୁ ପ୍ରବାହ ଯୋଗୁ ଶୀତ ବଢ଼ିବ । ୩ ରୁ ୫ ଡିଗ୍ରୀ ପର୍ୟ୍ୟନ୍ତ ତାପମାତ୍ରା ହ୍ରାସ ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏଥିପାଇଁ ୨୮ ରୁ ୨୯ ତାରିଖ ସକାଳ…

ପୁରୀ ଠାରୁ ୭୦ କିଲୋମିଟର ଦୂରରେ ଜୱାଦ

ପୁରୀ ପାଖ ଦେଇ ପଶ୍ଚିମବଙ୍ଗକୁ ଚାଲିଯିବ ‘ଜୱାଦ୍’ । ସମୁଦ୍ର ଭିତରେ ଧିରେ ଧିରେ ଦୁର୍ବଳ ହେଉଛି ଜୱାଦ । ଆଗାମୀ ୩ ଘଣ୍ଟାରେ ଅବପାତର ରୂପ ନେବ ଜୱାଦ । ଓଡ଼ିଶା ଉପକୂଳ ଦେଇ ଉତର ଓ ଉତର ପୂର୍ବ ଦିଗରେ ପଶ୍ଚିମବଙ୍ଗ ଆଡ଼କୁ ପଳାଇବା ସମ୍ଭାବନା ରହିଛି । ଏବେ ପୁରୀ ଠାରୁ ୭୦ କିଲୋମିଟର ଦୂରରେ…

ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା

ଜୱାଦ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି । ୯ଟି ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରୀ କରିଛି ପାଣିପାଗ ବିଭାଗ । ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର , କେନ୍ଦ୍ରାପଡା , ଯାଜପୁର, ବାଲେଶ୍ୱର ଓ ମୟୁରଭଞ୍ଜ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଏହି…

ବାତ୍ୟା ମୁକାବିଲା ପାଇଁ ମୋଦିଙ୍କ ସମୀକ୍ଷା

ଘନାଉଛି ବାତ୍ୟା ବିପଦ । ଓଡିଶା ଓ ଆନ୍ଦ୍ର ମୁହାଁ ବାତ୍ୟା ଜୱାଦ । ସମ୍ଭାବ୍ୟ ଘୁର୍ଣ୍ଣିଝଗକୁ ନେଇ ଏବେ ଠାରୁ ଅଶାନ୍ତ ହେଲାଣି ସମୁଦ୍ର । ଜୱାଦ ପାଇଁ ଉଭୟ ଓଡିଶା ଓ ଆନ୍ଦ୍ରପ୍ରଦେଶକୁ ୱାର୍ଣ୍ଣି ଜାରି କରାଯାଇଥିବା ବେଳେ ଏହି ପ୍ରସଙ୍ଗକୁ ସମୀକ୍ଷା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ

ଆସୁଛି ଆଉ ଏକ ଲଘୁଚାପ । ୨୯ ତାରିଖରେ ଦକ୍ଷିଣ ଆଣ୍ଡାମାନ ସାଗରରେ ଲଘୁଚାପ ସମ୍ଭାବନା । ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେ ନେବ ଓ୍ବେଲମାର୍କ ଲୋ ପ୍ରେସରର ରୂପ ନେବ । ଘନିଭୂତ ହୋଇ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗକୁ ଗତି କରିବ । ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ କୋହଲା ପାଗ ହେବ । ଦକ୍ଷିଣ…

ରାଜ୍ୟରେ ହାଲୁକା ବର୍ଷା ସମ୍ଭାବନା

୧୦ ତାରିଖ ଆଡ଼କୁ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଯାଉଥିବା ଲଘୁଚାପ ପ୍ରଭାବରେ ଓଡ଼ିଶା ମଧ୍ୟକୁ ପୂର୍ବ ଦିଗରୁ ଉଷ୍ମ ଓ ଆର୍ଦ୍ର ବାୟୁ ପ୍ରବେଶ କରିବ । ଏହା ପ୍ରଭାବରେ ରାତ୍ରି ତାପମାତ୍ରା ସାମାନ୍ୟ ବୃଦ୍ଧି ଘଟିବା ସହ ଶୀତ କମିବ । ଏହାବ୍ୟତୀତ ୧୦ରୁ ୧୨ତାରିଖ ଯାଏ ରାଜ୍ୟର…

ଓଡିଶାରୁ ଫେରିବା ଆରମ୍ଭ କରିଛି ଦକ୍ଷିଣ-ପଶ୍ଚିମ ମୌସୁମୀ

ଓଡ଼ିଶାରୁ ଫେରିବା ଆରମ୍ଭ କରିଛି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ । ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, ସମ୍ବଲପୁର, ବରଗଡ଼, ବଲାଙ୍ଗୀର, ସୋନପୁର ଓ ନୂଆପଡ଼ା ଆଦି ପଶ୍ଚିମ ଓଡ଼ିଶାର ଜିଲ୍ଲାଗୁଡ଼ିକରୁ ଆଜି ମୌସୁମୀ ପ୍ରତ୍ୟାବର୍ତ୍ତନ କରିଛି । ଏଥିସହ ଅନୁଗୁଳ ଓ ବୌଦ୍ଧର ଅଧିକାଂଶ ସ୍ଥାନରୁ…

ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଆଉ ଏକ ଲଘୁଚାପ

ଆଜି ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଆଉ ଏକ ଲଘୁଚାପ । ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଏହି ଲଘୁଚାପ ଫଳରେ ଆସନ୍ତା ୨୪ ଘଣ୍ଟାରେ ମଧ୍ୟରେ କେନ୍ଦୁଝର, ମୟୂରଭଞ୍ଜ ଓ ସୁନ୍ଦରଗଡ଼ରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।…

ପୁଣି ଆସୁଛି ପ୍ରବଳ ବର୍ଷା

ଲଘୁଚାପ ପ୍ରଭାବରେ ଆସନ୍ତାକାଲିଠୁ ରାଜ୍ୟରେ ହୋଇପାରେ ପ୍ରବଳ ବର୍ଷା । ତିନି ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ମିଳିଥିବା ସୂଚନା ମୁତାବକ କେନ୍ଦୁଝର, ମୟୂରଭଞ୍ଜ ଓ ସୁନ୍ଦରଗଡ଼ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ଏଥିସହିତ ଏହା ପ୍ରଭାବରେ…