Odia News Portal
Browsing Tag

weather

ଆଜି ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାର ଆଶଙ୍କା

ବଙ୍ଗୋପସାଗରରେ ୨୯ ତାରିଖ ଓ ଅକ୍ଟୋବର ୯ ତାରିଖରେ ଦୁଇଟି ଲଘୁଚାପ ସୃଷ୍ଟି ହେବ ବୋଲି ପୂର୍ବାନୁମାନ କରାଯାଉଛି । ଏହାର ପ୍ରଭାବରେ ଆସନ୍ତା ୨ ସପ୍ତାହ ରାଜ୍ୟରେ ବର୍ଷା ଜାରି ରହିବ। ଏହା ବ୍ୟତୀତ ମୌସୁମୀ ବର୍ଷା ମଧ୍ୟ ଜାରି ରହିବ । ବିଶିଷ୍ଟ ପାଣିପାଗ ବିଶେଷଜ୍ଞ ସୁରେନ୍ଦ୍ରନାଥ ପଶୁପାଳକ…

ପାଣି ପାଣି ଦିଲ୍ଲୀ, ୪୬ ବର୍ଷର ରେକର୍ଡ ଭାଙ୍ଗିଲା ବର୍ଷା

ନୂଆଦିଲ୍ଲୀ: ଦିଲ୍ଲୀରେ ବାଦ ଫଟା ବର୍ଷା । ଯୁଆଡେ ଯିବ ସିଆଡେ ପାଣି । ରେଲୱେ ଷ୍ଟେସନ କି ମାର୍କେଟ ସବୁଠି ଭରି ରହିଛି ପାଣି । ଶନିବାର ସକାଳେ ଜାତୀୟ ରାଜଧାନୀ ଅଞ୍ଚଳ ଦିଲ୍ଲୀରେ ହୋଇଥିବା ବର୍ଷାର ପରିମାଣ ବିଗତ ୪୬ ବର୍ଷର ରେକର୍ଡ ଭାଙ୍ଗିଛି। ଏହାର ପ୍ରଭାବ କେବଳ ରାସ୍ତାଘାଟରେ ନୁହେଁ…

ମରୁଡି ମୁହାଁ ରାଜ୍ୟ

ଅବସ୍ଥା ସାଂଘାତିକ ହେଲାଣି । ବର୍ଷା ଗାଏବ । ବର୍ଷା ଅଭାବ ସ୍ଥିତି ଏତେ ଘନେଇଲାଣି ଯେ ମରୁଡ଼ି ମୁହାଁ ହେଲାଣି ରାଜ୍ୟ । ଆସନ୍ତା ୨୦ ତାରିଖ ଯାଏ ରାଜ୍ୟରେ ବିଶେଷ ବର୍ଷା ସମ୍ଭାବନା ନାହିଁ । ବର୍ଷା ଅଭାବରୁ ଚାଷ କାମ ଆଗେଇପାରୁନି । ତଳି ପୋଡ଼ି ଗଲାଣି । ରୁଆ, ବେଉଷଣ ହୋଇପାରୁନି ।…

୩୦ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା

 ଗତକାଲି ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ଉତ୍ତର ବଙ୍ଗୋପସାଗର ଏବଂ ତାର ଆଖପାଖ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ୨୮ରୁ ୩୦ ତାରିଖ ମଧ୍ୟରେ ଓଡ଼ିଶାର ବହୁ ଜିଲ୍ଲାର ଅଧିକାଂଶ ସ୍ଥାନରେ ହାଲକାରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ଆକଳନ କରାଯାଇଛି । ଗୋଟିଏରୁ…

୭ ଜିଲ୍ଲାରେ ପ୍ରବଳ ଛେଚିବ

ଭୁବନେଶ୍ୱର: ଆସନ୍ତା ୨୪ଘଣ୍ଟା ମଧ୍ୟରେ ରାଜ୍ୟର ୭ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ମୟୁରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, ନବରଙ୍ଗପୁର ଓ ନୂଆପଡ଼ା ରହିଛି। ଉକ୍ତ ଜିଲ୍ଲାଗୁଡ଼ିକୁ ପ୍ରବଳ ବର୍ଷା ପାଇଁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ…

୩ ଦିନ ରହିବ ଘନ କୁହୁଡି

ଭୁବନେଶ୍ୱର() ଆହୁରି ୩ ଦିନ ପର୍ୟ୍ୟନ୍ତ ଉପକୂଳ ଓଡିଶାରେ ଘନ କୁହୁଡି ଜାରି ରହିବ । ଏ ନେଇ ସୂଚନା ଦେଇଛନ୍ତି ଆଂଚଳିକ ପାଣିବାଗ କେନ୍ଦ୍ର । ୨୦୦ ମିଟରରୁ ଅଧିକ ରାସ୍ତା ଦୃଶ୍ୟମାନ ହେବ ନାହିଁ । ଅନ୍ୟପଟେ ଆଜିଠାରୁ ଶୀତ କମିବା ସହ ଓଡିଶାର ବିଭିନ୍ନ ସହରରେ ଦିନର ତାପମାତ୍ରା ବଢିବ । ରାତିର…

୧୨ରୁ ପ୍ରବଳ ବର୍ଷା

ଭୁବନେଶ୍ୱର() ୧୨ ତାରିଖ ଯାଏ ସାରା ଓଡ଼ିଶାରେ ପାଗ ମୁଖ୍ୟତଃ ଶୁଖିଲା ରହିବ। ହେଲେ୧୨ ତାରିଖରୁ ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଉତ୍ତର ଓ କେନ୍ଦ୍ରୀୟ ପଶ୍ଚିମ ଓଡ଼ିଶାରେ ବର୍ଷା ବଢିବ । ସେପଟେ ସମୁଦ୍ର ଅଶାନ୍ତ ଥିବାରୁ…

ଆଜିଠୁ ବଦଳିବ ପାଗ, ଆଗାମୀ ୧ ସପ୍ତାହ ପର୍ୟ୍ୟନ୍ତ ବର୍ଷା ସମ୍ଭାବନା

ଆଜିଠୁ ବଦଳିବ ପାଗ । ସପ୍ତାହକ ପର୍ୟ୍ୟନ୍ତ ଓଡ଼ିଶା ଉପରେ ବର୍ଷାର ପ୍ରଭାବ ରହିବାକୁ ଥିବାରୁ ତାପମାତ୍ରା କମିବ । ଦିନର ତାପମାତ୍ରା ୪ରୁ ୫ ଡିଗ୍ରି ପର୍ୟ୍ୟନ୍ତ ହ୍ରାସ ପାଇବ। ୨୦ ତାରିଖ ପର୍ୟ୍ୟନ୍ତ ଉତ୍ତର ଓ କେନ୍ଦ୍ରୀୟ ଓଡ଼ିଶାରେ କାଳବୈଶାଖୀ ବର୍ଷାର ପ୍ରଭାବ ଅଧିକ ରହିବ । ଉପକୂଳ ଓଡ଼ିଶାରେ…