Odia News Portal
Browsing Tag

wishes

ସ୍ୱାଧିନତା ଦିବସ ଅବସରରେ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ଦେଶ ପାଳୁଛି ୭୫ତମ ସ୍ୱାଧିନତା ଦିବସ । ପଲ୍ଲୀରୁ ଦିଲ୍ଲୀ ସବୁଠି ହୋଇ ଉଠିଛି ଉତ୍ସବ ମୁଖର । ଏହି ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀ ନିଜ ଟ୍ୱିଟର ହ୍ୟାଣ୍ଡେଲରେ ଲେଖିଛନ୍ତି କି, ସ୍ୱାଧିନତା ଦିବସ ଅବସରରେ…

ରସଗୋଲା ଦିବସ ଓ ନିଳାଦ୍ରୀବିଜେ ଅବସରରେ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା

ଭୁବନେଶ୍ୱର: ଆଜି ହେଉଛି ଘୋଷଯାତ୍ରାର ଅନ୍ତିମ ପର୍ବ । ୧୨ଦିନର ନିଳା ଖେଳା ସାରିବା ପରେ ଆଜି ଶ୍ରୀମନ୍ଦିରକୁ ଯିବେ କାଳିଆ ସାଆନ୍ତ । ତେବେ ମହାଲକ୍ଷ୍ମୀଙ୍କ ରୋଷ ଭଞ୍ଜନ କରିବା ଲାଗି ସାଥିରେ ରସଗୋଲା ନେଇ ଯାଇଥାନ୍ତି ମହାପ୍ରଭୁ । ଏଣୁ ଏହି ଦିନକୁ ରସଗୋଲା ଦିବସ ରୂପେ ପାଳନ କରାଯାଏ ।…

ଇଦ୍ ଏବଂ ସୁନାବେଶ ଉପଲକ୍ଷେ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ହେଉଛି ବିଶ୍ୱ ନିୟନ୍ତା ମହାପ୍ରଭୁଙ୍କ ପବିତ୍ର ସୁନାବେଶ । ସେପଟେ ଆଜି ମୁସଲିମ ଧର୍ମର ବଡ଼ ପର୍ବ ଇଦ୍ । ଦୁଇ ଧର୍ମର ବଡ଼ ପର୍ବ ଅବସରରେ ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ନିଜ ଟ୍ୱିଟର ହ୍ୟାଣ୍ଡେଲରେ ଶୁଭେଚ୍ଛା ଜଣାଇଥିବା ଦେଖିବାକୁ…

ରଥଯାତ୍ରା ଅବସରରେ ଓଡ଼ିଶାବାସୀ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଶ୍ରୀକ୍ଷେତ୍ର ପୁରୀରେ ପବିତ୍ର ରଥଯାତ୍ରା ଜାରି ରହିଛି । ଏହି ଅବସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି । ଟୁଇଟ କରି ନବୀନ କହିଛନ୍ତି, ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପବିତ୍ର ରଥଯାତ୍ରା ଉପଲକ୍ଷେ ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଉଛି…

ଉପରାଷ୍ଟ୍ରପତିଙ୍କ ଜନ୍ମଦିନରେ ଶୁଭେଚ୍ଛା ଜଣାଇଲେ ନବୀନ

ଭୁବନେଶ୍ୱର: ଭାରତର ଉପରାଷ୍ଟ୍ରପତି ଭେଙ୍କେୟା ନାଉଡୁଙ୍କ ଜନ୍ମଦିନ । ଏହି ଅବସରରେ ତାଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ନିଜ ଟ୍ୱିଟର ହ୍ୟାଣ୍ଡେଲ ଜନ୍ମଦିନର ଶୁଭେଚ୍ଛା ଜଣାଇଥିବା ଦେଖିବାକୁ ମିଳିଛି । ତେବେ ଉପରାଷ୍ଟ୍ରପତି ୭୨ ବର୍ଷରେ ପାଦ…

ବିଶ୍ୱ ଡାକ୍ତର ଦିବସରେ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ବିଶ୍ୱ ଡାକ୍ତର ଦିବସ । ଏହି ଅବସରରେ ଡାକ୍ତରଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେ ନିଜ ଟ୍ୱଟର ପେଜରେ ଶୁଭେଚ୍ଛା ଜଣାଇବା ସହ ଲେଖିଛନ୍ତି କି, ଲୋକଙ୍କ ବହୁମୂଲ୍ୟ ଜୀବନ ସୁରକ୍ଷିତ କରିବା ଦିଗରେ ବିଶେଷ କରି କୋଭିଡ ମହାମାରୀ ସମୟରେ…

ସ୍ନାନ ପୂର୍ଣ୍ଣିମାରେ ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ହେଉଛି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା । ରଥଯାତ୍ରାର ଆଦ୍ୟପର୍ବ ଭାବେ ଆଜିର ଦିନକୁ ମାନାଯାଏ । ରତ୍ନବେଦୀରୁ ଓହ୍ଲାଇ ସ୍ନାନବେଦୀରେ ବିଜେ କରିଛନ୍ତି ଚତୁର୍ଦ୍ଧାମୂର୍ତ୍ତି । ୧୦୮ ଗରା ଜଳରେ କରିବେ ସ୍ନାନ । ଏହି ଅବସରରେ ଓଡିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁଭେଚ୍ଛା…

ଦୀପଗ୍ରେସ ଏକ୍କା ଓ ବିରେନ୍ଦ୍ର ଲାକ୍ରାଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଟୋକିଓ ଅଲମ୍ପିକରେ ଭାରତୀୟ ହକି ଦଳରେ ତିନିଜଣ ଓଡ଼ିଆଙ୍କୁ ସ୍ଥାନ ମିଳିଛି । ପୁରୁଷ ଦଳରେ ବିରେନ୍ଦ୍ର ଲାକ୍ରା ଓ ଅମିତ ରୋହିଦାଶଙ୍କୁ ସ୍ଥାନ ମିଳିଥିବା ବେଳେ ମହିଳା ଦଳରେ ଜଣେ ମାତ୍ର ଓଡ଼ିଆ ଖେଳାଳୀ ଦୀପଗ୍ରେସ୍ ଏକ୍କାଙ୍କୁ ସ୍ଥାନ ମଳିଛି । ତେବେ ସବୁଠାରୁ ବଡ଼ କଥା ହେଉଛି…

ରଜରେ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ଓ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର: ଓଡ଼ିଶାର ଗଣପର୍ବ ରଜରେ ଶୁଭେଚ୍ଛା ଜଣାଇଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇବା ସହ କରୋନା କଟକଣାକୁ ମାନି ଋକ୍ସ ପାଳିବାକୁ ନିବେଦନ କରିଛନ୍ତି । ସେପଟେ କେନ୍ଦ୍ରମନ୍ତ୍ରୀ ଧମେନ୍ଦ୍ର ପ୍ରଧାନ ଓ…