Odia News Portal
Browsing Tag

Woodlands Hospital

ପୁଣି ବିଗିଡିଲା ଗାଙ୍ଗୁଲିଙ୍କ ସ୍ୱାସ୍ଥ୍ୟବସ୍ଥା

କୋଲକାତା: ପୁଣି ବିଗିଡିଲା ଗାଙ୍ଗୁଲିଙ୍କ ସ୍ୱାସ୍ଥ୍ୟବସ୍ଥା । ବିସିସିଆଇର ଅଧ୍ୟକ୍ଷ ସୌରଭ ଗାଙ୍ଗୁଲିଙ୍କ ସ୍ୱାସ୍ଥ୍ୟବସ୍ଥା ପୁଣି ଥରେ ଖରାପ ହୋଇଛି । ଦେହ ଖରାପ ହେବା ପରେ ସୌରଭ ଗାଙ୍ଗୁଲିଙ୍କୁ ତୁରନ୍ତ ମେଡିକାଲରେ ଭର୍ତ୍ତି କରାଯାଇଛି । ଆଜି ଅଚନାକ ଛାତିରେ ଯନ୍ତ୍ରଣା ହେବାରୁ ତାଙ୍କୁ