ଆଜି ମୁହାଁମୁହିଁ ହେବେ ଇଂଲଣ୍ଡ-ନ୍ୟୁଜିଲାଣ୍ଡ
ଲଣ୍ଡନ() ଆଜି ବିଶ୍ୱକପ କ୍ରିକେଟର ଫାଇନାଲ ମ୍ୟାଚ । ଇଂଲଣ୍ଡ ଏବଂ ଅଣ୍ଡରଡଗ୍ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯିବ ବିଶ୍ବକପ୍ ଫାଇନାଲ । ଚାରି ବର୍ଷରେ ଥରେ ଆୟୋଜିତ କ୍ରିକେଟ୍ ମହାଯୁଦ୍ଧର ଏହି ମହାମୁକାବିଲା ଉପରେ ଏବେ ସାରା ବିଶ୍ବର ନଜର ରହିଛି। ଦୁଇ ଫାଇନାଲିଷ୍ଟ ଇଂଲଣ୍ଡ ଏବଂ ନ୍ୟୁଜିଲାଣ୍ଡ…
