Odia News Portal
Browsing Tag

Y Jessy Prasanthi

ଝିଅର ସଫଳତାରେ,ବାପାର ସଲାମ୍

ତିରୁପତି : ଅଫିସର ଝିଅକୁ ସାଲ୍ୟୁଟ୍ ମାରିଲେ ବାପା | ଜଣେ ସିନିୟର ଅଫିସରଙ୍କୁ ପୋଲିସ କର୍ମଚାରୀ ସାଲ୍ୟୁଟ ମାରୁଥିବା ଘଟଣା ନିହାତି ସାଧାରଣ ହୋଇପାରେ । କିନ୍ତୁ ଜଣେ ବାପା ତା ଝିଅକୁ ଗର୍ବର ସହ ସାଲ୍ୟୁଟ ମାରିବା କଥା ଖୁବ୍ ଅସାଧାରଣ ଓ ଅବିସ୍ମରଣୀୟ | ଯେଉଁ ଝିଅକୁ ଦିନେ ବାପା କୋଳେଇ