Odia News Portal
Browsing Tag

Yellow warning for 17 district

୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ବର: ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଛି ।ତେବେ ଏନେଇ ପାଣିପାଗ ବିଭାଗ ରାଜ୍ୟର ୧୭ ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି । ପାଣିପାଗ ବିଭାଗର ସୂଚନା ମୁତାବକ ରାଜ୍ୟର ବାଲେଶ୍ୱର, ଭଦ୍ରକ,ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, କେନ୍ଦୁଝର, ମୟୁରଭଞ୍ଜ,…