Odia News Portal
Browsing Tag

Yogi Adityanath

ଦ୍ବିତୀୟ ଥର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଯୋଗୀ ଆଦିତ୍ୟନାଥ

ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନରେ ସଂପୂର୍ଣ୍ଣ ସଂଖ୍ୟାଗରିଷ୍ଠତା ହାସଲ କରିବା ପରେ ଲଗାତର ଦ୍ବିତୀୟ ଥର କ୍ଷମତାକୁ ଆସିଥିବା ଭାରତୀୟ ଜନତା ପାର୍ଟିର ନୂଆ ସରକାରର ଶପଥ ଗ୍ରହଣ ଉତ୍ସବ ଆଜି ଲକ୍ଷ୍ନୌର ଭାରତ ରତ୍ନ ଅଟଳ ବିହାରୀ ବାଜପେୟୀ ଇକାନା ଷ୍ଟାଡିୟମରେ ଅନୁଷ୍ଠିତ ହୋଇଯାଇଛି।…

ୟୁପିରେ ପୁଣି ଯୋଗୀରାଜ

ଉତ୍ତରପ୍ରଦେଶରେ ଇତିହାସ ରଚିଲା ଭାରତୀୟ ଜନତା ପାର୍ଟି । ୩୭ ବର୍ଷ ପରେ ପ୍ରଥମ ଥର ପାଇଁ ବହୁମତ ସହ ଦ୍ୱିତୀୟ ଥର ସରକାର ଗଢ଼ିବାକୁ ଯାଉଛି ବିଜେପି । ୟୁପିରେ ପୁଣି ଥରେ ମୁଖ୍ୟମନ୍ତ୍ରୀ ହେବେ ଯୋଗୀ ଆଦିତ୍ୟନାଥ । ୨୦୧୭ ପରେ ୨୦୨୨ରେ ଭାରତୀୟ ଜନତା ପାର୍ଟି ପୁଣି ଥରେ ପୂର୍ଣ୍ଣ ବହୁମତ ସହ…

ଉତ୍ତରପ୍ରଦେଶ ପାଇଁ ପାର୍ଥୀ ଘୋଷଣା

ୟୁପି ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କରିଛି ବିଜେପି । ଗୋରଖପୁରରୁ ପ୍ରାର୍ଥୀ ହୋଇ ଲଢିବେ ଯୋଗୀ ଆଦିତ୍ୟନାଥ ଏବଂ ପ୍ରଥମ ପର୍ୟ୍ୟାୟରେ ୧୦୭ ଆସନ ପାଇଁ ପ୍ରାର୍ଥୀ ଘୋଷଣା ହୋଇଛି । ଦ୍ୱିତୀୟ ପର୍ୟ୍ୟାୟରେ ୩୮ ଜଣଙ୍କର ନାଁ ପ୍ରକାଶ କରାଯାଇଛି । ସିରାଥୁରୁ ଲଢିବେ ଉପମୁଖ୍ୟମନ୍ତ୍ରୀ କେଶବ…

ଯୋଗୀ ଆଦିତ୍ୟନାଥ କ୍ୟାବିନେଟରୁ ଆଉ ଜଣେ ମନ୍ତ୍ରୀଙ୍କ ଇସ୍ତଫା

ଯୋଗୀ ଆଦିତ୍ୟନାଥ କ୍ୟାବିନେଟରୁ ଆଉ ଜଣେ ମନ୍ତ୍ରୀ ଇସ୍ତଫା ଦେଇଛନ୍ତି। ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଦାରା ସିଂ ଚୌହାନ ବୁଧବାର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ନିକଟକୁ ନିଜ ଇସ୍ତଫା ପତ୍ର ପଠାଇ ଦେଇଛନ୍ତି। ସେ ଲେଖିଛନ୍ତି ଯେ ରାଜ୍ୟରେ ଦଳିତ, କୃଷକ ଏବଂ ବେକାରଙ୍କ ପ୍ରତି ଅବହେଳା ଯୋଗୁଁ…