ପୁଣି କ୍ରିକେଟ୍ ମଇଦାନରେ ପାଦ ଦେବେ ଯୁବି
କ୍ରିକେଟରୁ ଅବସର ନେଇଥିବା ଯୁବରାଜ ସିଂହ ପୁଣିଥରେ କ୍ରିକେଟ୍ ମଇଦାନରେ ପାଦ ଦେବେ। ଆସନ୍ତା ଜୁଲାଇ ୧୫ ତାରିଖରୁ ବ୍ରାମ୍ପଟନରେ ହେବାକୁଥିବା ଗ୍ଲୋବାଲ୍ ଟି-୨୦ କ୍ୟାନାଡାର ଦ୍ୱିତୀୟ ସଂସ୍କରଣ ପାଇଁ ଯୁବରାଜ ଟରଣ୍ଟୋ ନ୍ୟାଶନାଲ୍ସ ପାଇଁ ଚୁକ୍ତି କରିଛନ୍ତି।
ଚଳିତ ମାସ ପ୍ରଥମ ସପ୍ତାହରେ…