ପବ୍ଲିସିଟି ଷ୍ଟଣ୍ଟ ପାଇଁ ନାଟକ କରୁଥିଲେ ଜାୟରା
ଫିଲ୍ମ ‘ଦ ସ୍କାଇ ଇଜ୍ ପିଙ୍କ୍’ର ଟ୍ରେଲର ରିଲିଜ୍ ହୋଇଯାଇଛି। ଫିଲ୍ମରେ ପ୍ରିୟଙ୍କାଙ୍କ ସହ ଫରହାନ୍ ଅଖତର୍ ଓ ରୋହିତ ଶରଫ ଲିଡ୍ ରୋଲ୍ରେ ଅଭିନୟ କରିଛନ୍ତି। ହେଲେ ଫିଲ୍ମରେ ନଜର ଆସୁଥିବା ଜାୟରା ୱସିମ୍ଙ୍କୁ ଦେଖି ଦର୍ଶକ ଖୁସି ହେବା ପରିବର୍ତ୍ତେ ଫିଡ଼ିକି ଯାଇଛନ୍ତି।
କିଛିଦିନ ପୂର୍ବରୁ…
